Home / ଭିଡିଓ ଖବର / ସତ୍ୟବାଦୀ ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ବାର୍ଷିକ ଉତ୍ସବ

ସତ୍ୟବାଦୀ ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ବାର୍ଷିକ ଉତ୍ସବ

ସାକ୍ଷୀଗୋପାଳ ପଟ୍ଟନାୟକିଆ ଛକ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଠାରେ ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଅନୁଷ୍ଟିତ ହୋଇଯାଇଛି ବାର୍ଷିକ ଉତ୍ସବ। ୧୧ ଟି ବ୍ଲକର ଆଦର୍ଶ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା, କୃତି ପ୍ରତିଯୋଗୀ ମାନେ ରାଜ୍ୟସ୍ତରୀୟ ପ୍ରତିଗୋଟିରେ ଭାଗନେବା ପାଇଁ ଚୟନ ହୋଇଥିଲେ। ପୁରସ୍କାର ବିତରଣୀ ଉତ୍ସବରେ ଅତିଥିଭାବେ ରାଜ୍ୟ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ,କ୍ରୀଡ଼ା ଯୁବବ୍ୟାପର ମନ୍ତ୍ରୀ ତୁଷାର କାନ୍ତି ବେହେରା,ସତ୍ୟବାଦୀ ବ୍ଲକ୍ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ। ଆଗକୁ ପରୀକ୍ଷାରେ ଏବଂ ବିଭିନ୍ନ ପ୍ରତିଯୋଗିତାରେ ପୁରୀ ଜିଲ୍ଲାର ଛାତ୍ର ଛାତ୍ରୀ ମାନଙ୍କର କୃତକାର୍ଯ୍ୟ କୁ ନେଇ ଶିକ୍ଷାମନ୍ତ୍ରୀ ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply