Home / ରାଜନୀତି / ପରଲୋକରେ ସମାଜବାଦ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ

ପରଲୋକରେ ସମାଜବାଦ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ

mulayam

ଆଉ ନାହାନ୍ତି ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ।
ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଆଜି ସକାଳ ୮ଟାରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

SPREAD YOUR LOVE WITH YOUR FRIENDS AND FAMILY

Leave a Reply