Home / ରାଜନୀତି / ପୁରୀ ଜିଲ୍ଲା ବିଜୁ ଜନତା ଦଳର ନେତୃମଣ୍ଡଳୀ ସ୍ତରୀୟ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ବିଜୁ ଜନତା ଦଳର ନେତୃମଣ୍ଡଳୀ ସ୍ତରୀୟ ବୈଠକ ଅନୁଷ୍ଠିତ

ମନ୍ତ୍ରୀ ତଥା ପୁରୀ ଜିଲ୍ଲା ବିଜୁ ଜନତା ଦଳର ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ଠାରେ ପୁରୀ ଜିଲ୍ଲା ବିଜୁ ଜନତା ଦଳର ନେତୃମଣ୍ଡଳୀ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ପୁରୀ ଜିଲ୍ଲାର 6ଗୋଟି ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ଓଡିଶା କୁ ସାଙ୍ଗଠନିକ ସ୍ତରରେ ସୃଦୃଢ଼ ଏବଂ ମଜବୁତ କରିବା ପାଇଁ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଏହି ବୈଠକରେ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା, ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି , ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଧାୟକ ଉମାକାନ୍ତ ସାମନ୍ତରାୟ, ବିଧାୟକ ରୁଦ୍ର ମହାରଥି ଉପସ୍ଥିତ ଥିଲେ

SPREAD YOUR LOVE WITH YOUR FRIENDS AND FAMILY

Leave a Reply