Home / ରାଜନୀତି / ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 26 ତମ ରାଜ୍ୟ ସ୍ତରୀୟ ଶ୍ରାଦ୍ଧ ଦିବସ

ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 26 ତମ ରାଜ୍ୟ ସ୍ତରୀୟ ଶ୍ରାଦ୍ଧ ଦିବସ

whatsapp image 2023 04 17 at 11.34.33

ମହାନ୍ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 26 ତମ ରାଜ୍ୟ ସ୍ତରୀୟ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଜନତା ଦଳ ଓଡିଶା ପକ୍ଷରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଠାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ସହିତ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରାଯାଇଛି l

SPREAD YOUR LOVE WITH YOUR FRIENDS AND FAMILY

Leave a Reply