Home / ସଂସ୍କୃତି ଓ ପରମ୍ପରା / ପ୍ରବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ଅନୁକୂଳ

ପ୍ରବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ଅନୁକୂଳ

ପ୍ରବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ଅନୁକୂଳ ହେଲା। ବିଧି ଅନୁସାରେ, ଶ୍ରୀନଅର ରଥଖଳାରେ ତିନୋଟି ଧଉରା କାଠକୁ ପୂର୍ବରୁ ଶାସ୍ତ୍ରୀୟ ବ୍ରାହ୍ମଣମାନେ ବନଯାଗ ବିଧିରେ ପୂଜାର୍ଚ୍ଚନା କରାଗଲା। ମଧ୍ୟାହ୍ନ ଧୂପ ପରେ ମହାପ୍ରଭୂଙ୍କର ରଥ ନିର୍ମାଣ ପାଇଁ ଆଜ୍ଞାମାନ ଏକ ବିରାଟ ପଟୁଆରରେ ବିଜେ କରିଥିଲା ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply