Home / ରାଜନୀତି / ପିସିସି ସଭାପତି ଶରତ ପଟ୍ଟନାୟକ ଙ୍କ ମଙ୍ଗଳା ମନ୍ଦିର ଗ୍ରସ୍ତ

ପିସିସି ସଭାପତି ଶରତ ପଟ୍ଟନାୟକ ଙ୍କ ମଙ୍ଗଳା ମନ୍ଦିର ଗ୍ରସ୍ତ

pcc

କାକଟପୁର ତା 21/10, ଶନିବାର ଦିନ ପିସିସି ସଭାପତି ଶରତ ପଟ୍ଟନାୟକ କାକଟପୁର ର ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳାଙ୍କ ମନ୍ଦିର ପରିଦର୍ଶନ କରି ମା ଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା କରିଥିଲେ l ତାଙ୍କ ସହିତ ସତ୍ୟବାଦୀର ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ପ୍ରସାଦ ହରିଚନ୍ଦନ, ପୁରୀଜିଲ୍ଲା କଂଗ୍ରେସ ସଭାପତି ଜୟନାରାୟଣ ପଟ୍ଟନାୟକ, ଜିଲ୍ଲା ମହିଳା ମୋର୍ଚା ସଭାପତି ନିରୁପମା ପାତ୍ର, ଜିଲ୍ଲା ସାଧାରଣ ସମ୍ପାଦକ ସୌମ୍ୟକାନ୍ତ ଖୁଣ୍ଟିଆ, ବ୍ଲକ ସଭାପତି ଅବଧୂତ ସ୍ୱାଇଁ,ବିପିନ ବିହାରୀ ମହାନ୍ତି, ଯୁବ ନେତା ବିଶ୍ୱଭୂଷଣ ଦାସ, କାକଟପୁର ପଞ୍ଚାୟତ ସଭାପତି ନଳିନୀକାନ୍ତ ଦୀକ୍ଷିତ ପ୍ରମୁଖ ଶ୍ରୀ ପଟ୍ଟନାୟକ ଙ୍କୁ ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ l ଆଗାମୀ ସାଧାରଣ ନିର୍ବାଚନରେ କଂଗ୍ରେସ ସୁଫଳ ପାଇବ ବୋଲି ସେ ତାଙ୍କ ପ୍ରତିକ୍ରିୟା ରେ ପ୍ରକାଶ କରିଥିଲେ l

SPREAD YOUR LOVE WITH YOUR FRIENDS AND FAMILY

Leave a Reply