Home / ସଂସ୍କୃତି ଓ ପରମ୍ପରା / ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ବିନମ୍ର ପ୍ରାର୍ଥନା ଓ ଅପିଲ୍

ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ବିନମ୍ର ପ୍ରାର୍ଥନା ଓ ଅପିଲ୍

ଶ୍ରୀମନ୍ଦିରରେ ବୟସ୍କଙ୍କ ପାଇଁ ହେବ ସ୍ୱତନ୍ତ୍ର ଶେଡ୍। ନୂଆ ଲାଇନ୍ ହେବ, ପାଣିର ବ୍ୟବସ୍ଥା ମଧ୍ୟ ରହିବ। ଶ୍ରୀମନ୍ଦିରରେ ଦର୍ଶନ ଯନ୍ତ୍ରଣା ନେଇ ବୈଠକ ପରେ ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ଏନେଇ ସୂଚନା ଦେଇଛନ୍ତି। ଆଜିଠାରୁ ନୀତି ତ୍ୱରାନ୍ୱୀତ ବ୍ୟବସ୍ଥା କରାଯିବ। ଶୃଙ୍ଖଳିତ ଦର୍ଶନ ପାଇଁ ଅଧିକ ସ୍ୱେଚ୍ଛାସେବୀ ନିୟୋଜିତ କରାଯିବ। ଦର୍ଶନ ପାଇଁ ଆସୁଥିବା ସବୁ ଭକ୍ତଙ୍କ ପ୍ରତି ପ୍ରଶାସନର ସମବେଦନା ରହିଛି ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ। ଏହି ପରିପ୍ରେକ୍ଷୀ ରେ, ବୃଦ୍ଧ ଓ ବୃଦ୍ଧା ମାନଙ୍କୁ ସହଯୋଗର ହାତ ବଢାଇବା ପାଇଁ ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ଶ୍ରୀ ପ୍ରିୟଦର୍ଶନ ପଟ୍ଟନାୟକ (ପିକୁ ଭାଇ) ଭକ୍ତ ମାନଙ୍କୁ ବିନମ୍ର ପ୍ରାର୍ଥନା କରିଛନ୍ତି ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply