Home / ସଂସ୍କୃତି ଓ ପରମ୍ପରା / ୧୮ ଫେବୃଆରୀରେ ମାଗଣା ବ୍ରତୋପନୟନ,

୧୮ ଫେବୃଆରୀରେ ମାଗଣା ବ୍ରତୋପନୟନ,

whatsapp image 2024 02 05 at 20.05.30 03e57b10

ପୁରୀ, ଶ୍ରୀରାମ ଚନ୍ଦ୍ର ସ୍ୱାମୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ପ୍ରତିବର୍ଷ ପରି ଚଳିତ ବର୍ଷ ଫେବୃଆରୀ ୧୮ ରିଖ ରବିବାର ଦିନ ବୈଦିକ ରୀତିନୀତିରେ ସାମୁହିକ ମାଗଣା ବ୍ରତୋପନୟନ ଲୋକନାଥ ମନ୍ଦିର ନିକଟ ଥାନ ପତି ଆଶ୍ରମର ବାଲାଜୀ ମନ୍ଦିର ପରିସରରେ ଜୀୟର ସ୍ୱାମୀ ମଠର ମହନ୍ତ ଶ୍ରୀ ଇନ୍ଦିରା ରମଣ ରାମାନୁଜ ଦାସଜୀ ମହାରାଜଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହେବ |ବ୍ରତାଧରୀଙ୍କ ସହିତ ସମ୍ପର୍କୀୟଙ୍କ ରହିବା, ଖାଇବା ସହିତ ସମଗ୍ର ସାମଗ୍ରୀ ଯୋଗାଇ ଦିଆଯିବ |ଏଣୁ ରାଜ୍ୟ ଏବଂ ରାଜ୍ୟ ବାହାରର ଆଗ୍ରହୀ ବ୍ରାହ୍ମଣ ପରିବାର ଫେବୃଆରୀ ୧୫ ରିଖ ସୁଦ୍ଧା ଜୀୟର ସ୍ୱାମୀ ମଠ ବାଲିସାହି ପୁରୀ ମୋବାଇଲ -9861033397, 9437500745 ନମ୍ୱରରେ ଯୋଗାଯୋଗ କରି ଏହାର ସୁବିଧା ନେବାପାଇଁ ଟ୍ରଷ୍ଟ ତରଫରୁ ଅନୁରୋଧ କରାଯାଇଛି |

SPREAD YOUR LOVE WITH YOUR FRIENDS AND FAMILY

Leave a Reply