Home / ମୁଖ୍ୟ ଖବର / ନୟାଗଡ଼ ସମର୍ପଣ ବୃଦ୍ଧାଶ୍ରମରେ ପତାକା ଉତ୍ତୋଳନ କଲେ ରଣପୁରର ପୂର୍ବତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ।

ନୟାଗଡ଼ ସମର୍ପଣ ବୃଦ୍ଧାଶ୍ରମରେ ପତାକା ଉତ୍ତୋଳନ କଲେ ରଣପୁରର ପୂର୍ବତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ।

independent

ନୟାଗଡ଼,ତା- ୧୫.୮.୨୫ରିଖ ଭାସ୍କର ଚନ୍ଦ୍ର ସ୍ବାଇଁ – ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୯ ତମ ସ୍ବାଧିନତା ଦିବସ। ରଣପୁରର ମାନ୍ଯବର ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ସତ୍ଯ ନାରାୟଣ ପ୍ରଧାନ ଅତିଥି ଭାବେ ଯୋଗଦେଇ ଆଶ୍ରମ ଅନ୍ତେବାସୀ ଓ ସଦସ୍ଯ ମାନଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମୃତି ଚାରଣ କରିବା ସହିତ ଆଶ୍ରମ ପରିଚାଳନା କମିଟି ସଦସ୍ଯ ମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ, ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ, ପ୍ରଦୀପ କୁମାର ପ୍ରୁଷ୍ଟି, ଶ୍ରୀକାନ୍ତ ପଟ୍ଟନାୟକ ,ଦୁର୍ଯ୍ଯୋଧନ ସାହୁ ସମେତ ପ୍ଳେସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।

whatsapp image 2025 08 15 at 19.43.15 64fe18df

SPREAD YOUR LOVE WITH YOUR FRIENDS AND FAMILY

Leave a Reply