Home / ମୁଖ୍ୟ ଖବର / ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର।

ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର।

whatsapp image 2025 09 09 at 20.04.33 fe358351

ପୁରୀ ୧୨/୯ ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି।ଏହା ଅଗଷ୍ଟ ୨୫ ତାରିଖ ଠାରୁ ନଭେମ୍ବର ୨୨ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସ ପ୍ରତୀକ ସିଂ ସୂଚନା ଦେଇଛନ୍ତି।

SPREAD YOUR LOVE WITH YOUR FRIENDS AND FAMILY

Leave a Reply