Home / ମୁଖ୍ୟ ଖବର / ୧୬ ମାର୍ଚ୍ଚରେ ମାଗଣା ସାମୁହିକ ବ୍ରତୋପନୟନ

୧୬ ମାର୍ଚ୍ଚରେ ମାଗଣା ସାମୁହିକ ବ୍ରତୋପନୟନ

whatsapp image 2026 02 25 at 6.20.18 pm

ପୁରୀ, ଶ୍ରୀରାମ ଚନ୍ଦ୍ର ସ୍ୱାମୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମାର୍ଚ୍ଚ ତା ୧୬ ରିଖ ସୋମବାର ଦିନ ଦ୍ୱାଦଶୀ ତିଥିରେ ବୈଦିକ ରୀତିନୀତିରେ ସାମୁହିକ ମାଗଣା ବ୍ରତୋପନୟନ ଲୋକନାଥ ମନ୍ଦିର ନିକଟ ଥାନ ପତି ଆଶ୍ରମର ଶ୍ରୀ ବାଲାଜୀ ମନ୍ଦିର ପରିସରରେ ଜୀୟର ସ୍ୱାମୀ ମଠର ମହନ୍ତ ଶ୍ରୀ ଇନ୍ଦିରା ରମଣ ରାମାନୁଜ ଦାସଜୀ ମହାରାଜଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହେବ |ବ୍ରତାଧରୀଙ୍କ ସହିତ ସମ୍ପର୍କୀୟଙ୍କ ରହିବା, ଖାଇବା ସହିତ ସମଗ୍ର ସାମଗ୍ରୀ ଯୋଗାଇ ଦିଆଯିବ |ଏଣୁ ରାଜ୍ୟ ଏବଂ ରାଜ୍ୟ ବାହାରର ଆଗ୍ରହୀ ବ୍ରାହ୍ମଣ ପରିବାର ମାର୍ଚ୍ଚ ତା ୧୩ ରିଖ ସୁଦ୍ଧା ଜୀୟର ସ୍ୱାମୀ ମଠ ବାଲିସାହି ପୁରୀ ମୋବାଇଲ -9861033397, 6370107164  ନମ୍ୱରରେ ଯୋଗାଯୋଗ କରି ଏହାର ସୁବିଧା ନେବାପାଇଁ ଟ୍ରଷ୍ଟ ତରଫରୁ ଅନୁରୋଧ କରାଯାଇଛି |

SPREAD YOUR LOVE WITH YOUR FRIENDS AND FAMILY

Leave a Reply