ପୁରୀ ୧/୪ ପବିତ୍ର ଉତ୍କଳ ଦିବସ ଅବସରରେ ପୁରୀ ଜିଲ୍ଲା ପ୍ରଶାସନ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ, ପୌର ପରିଷଦ ପକ୍ଷରୁ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା।ସିଂହଦ୍ଵାର ସ୍ଥିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ପ୍ରତିମୂର୍ତ୍ତି ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ବରିଷ୍ଠ ପତ୍ରକାର ଜଗନ୍ନାଥ ବସ୍ତିଆ,ସାମାଜିକ ଅନୁଷ୍ଠାନ ସମ୍ପର୍କର ସମ୍ପାଦକ ସୌମେନ୍ଦ୍ର ଦାସ ପ୍ରମୁଖ ଯୋଗ ଦେଇ ମାଲ୍ୟାର୍ପଣ କରିଥିଲେ।ସେହିପରି ସହର ର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତି ରେ ପୁରୀ ପୌରାଞ୍ଚଳ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା।ପ୍ରତ୍ୟୁଷରୁ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଦେଶାତ୍ମବୋଧକ ସଂଗୀତ ପ୍ରଚାର କରାଯାଇଥିଲା।
ବରପୁତ୍ର ମାନଙ୍କୁ ମାଲ୍ୟାର୍ପଣ
No Comments
April 1, 2026 10:43 pm

Previous Article
Next Article

ପୁରୀ ପୋଲିସ ଓ ହାଇଟେକ ହସ୍ପିଟାଲ ମଧ୍ୟରେ ଏମଓୟୁ ସାକ୍ଷାର
ସମଗ୍ର ସତ୍ୟବାଦୀ ଅଞ୍ଚଳ ତଥା ବନ ବିଦ୍ୟାଳୟରବିକାଶ ପାଇଁ ଯୋଜନା ପ୍ରସ୍ତୁତ

Related Posts
ଶ୍ରୀମନ୍ଦିର ପ୍ରବେଶ ଓ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥା ଦାବିରେ ୧୬୧ ଦିନରେ ପ ...
September 9, 2026
ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ସ୍ନାତକ ସମାରୋହରେ ଯୋଗଦେଲେ ରାଜ୍ଯ ...
September 9, 2026





